ପ୍ରତ୍ୟାହାର ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ଫିଲପ୍ ବିଜ୍ଞପ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 6, 2020

ପ୍ରତ୍ୟାହାର ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ଫିଲପ୍ ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି । ପ୍ରତ୍ୟାହାର ପାଇଁ ବୋର୍ଡ ସଭାପତିଙ୍କୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମାତ୍ର କରୋନା କଟକଣା ଯୋଗୁ ଦୀର୍ଘ ମାସ ହେବ ସ୍କୁଲ ଖୋଲି ନଥିବା ବେଳେ ମାଟ୍ରିକ ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ଏହାକୁ ନେଇ ଅଭିଭାବକମାନେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ।

The post ପ୍ରତ୍ୟାହାର ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ଫିଲପ୍ ବିଜ୍ଞପ୍ତି appeared first on Odisha Reporter.



from Odisha Reporter https://ift.tt/36rR6Ur

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages