୧୩ ନଭେମ୍ବର,ଶୁକ୍ରବାର: ମନୋବଳ ଦୁର୍ବଳ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 12, 2020

୧୩ ନଭେମ୍ବର,ଶୁକ୍ରବାର: ମନୋବଳ ଦୁର୍ବଳ ରହିବ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଉପହାର ମିଳିବ। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ଧନୁ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଋଣ ଦିଅନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଅଧିକ ପରିଶ୍ରମ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ମନ ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

The post ୧୩ ନଭେମ୍ବର,ଶୁକ୍ରବାର: ମନୋବଳ ଦୁର୍ବଳ ରହିବ appeared first on Odisha Reporter.



from Odisha Reporter https://ift.tt/38A5OLH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages