ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 15, 2020

ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୨  ହେଉଛି ଲୋକାଲ୍ କେସ୍‌।


ଖୋର୍ଦ୍ଧାରୁ ୮୮ ଜଣ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୮, ସୁନ୍ଦରଗଡ଼ରୁ ୫୫, ଜଗତସିଂହପୁରରୁ ୪୮, କେନ୍ଦୁଝରରୁ ୪୧, ଅନୁଗୋଳରୁ ୪୫ ଓ କଟକରୁ ୩୭ ଜଣ ଚିହ୍ନଟ ହୋଇଛନ୍ତି।


ରାଜ୍ୟରେ ୩,୦୯,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୯୭,୮୬୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୯୫୦ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ରାଜ୍ୟରେ ୧୫୪୩ ଜଣଙ୍କର ମୃତ୍ୟୁ ହୋଇସାରିଲାଣି।

The post ରାଜ୍ୟରେ ଚିହ୍ନଟ ହେଲେ ୭୪୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ୧୦୦ ତଳକୁ ରହିଛି ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3feTYbf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages