ଲାଞ୍ଚ ନେଉଥିଲେ ପୁଲିସ୍‌ ବାବୁ, ଧରିଦେଲା ଭିଜିଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 18, 2020

ଲାଞ୍ଚ ନେଉଥିଲେ ପୁଲିସ୍‌ ବାବୁ, ଧରିଦେଲା ଭିଜିଲାନ୍ସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପୁଲିସ୍‌ ବାବୁ । ୧୫ଶହ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ଧଉଳି ଥାନା ASI ତୋଫାନ୍ ଗୁରୁ । ଏକ ମାମଲାକୁ ରଫାଦଫା ପାଇଁ ସେ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି ।

ଘର ସାମ୍ନାରେ ବାଲି ପକାଇବାକୁ କେନ୍ଦ୍ର କରି ଥାନାରେ ଏକ ମାମଲା ହୋଇଥିଲା। ଏହି ମାମଲାକୁ ରଫାଦଫା କରିବା ପାଇଁ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ସେ ଲାଞ୍ଚ ନେଉଥିଲେ । ଏହି ସମୟରେ ତାଙ୍କଠାରୁ ଟଙ୍କା ଜବତ କରିଥିଲା ଭିଜିଲାନ୍ସ  ।

The post ଲାଞ୍ଚ ନେଉଥିଲେ ପୁଲିସ୍‌ ବାବୁ, ଧରିଦେଲା ଭିଜିଲାନ୍ସ appeared first on Odisha Reporter.



from Odisha Reporter https://ift.tt/398RiuL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages