ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 14, 2020

ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା: ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ଆଜି ପରଲୋକ ହୋଇଯାଇଛି। କୋଲକାତାର ଏକ ଡାକ୍ତରଖାନାରେ ଦିନ ୧୨ଟା ୧୫ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା।

କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କୁ ଅକ୍ଟୋବର ୬ ତାରିଖରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିଲା। ତେବେ ତାଙ୍କ ଠାରେ ଅନ୍ୟାନ୍ୟ ସମସ୍ୟା ଦେଖାଯାଇଥିଲା ଓ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ଆଉ ଶେଷରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।

The post ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/2Kb5ZTu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages