ଶୀତରେ ଥରୁଛି ସାରା ଓଡ଼ିଶା, ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 24, 2020

ଶୀତରେ ଥରୁଛି ସାରା ଓଡ଼ିଶା, ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧିରେ ଧିରେ ବଢ଼ୁଛି ଥଣ୍ଡା। ଶୀତରେ ଏବେ ଥରୁଛି ସାରା ରାଜ୍ୟ। କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଶୀତୁଆ ସ୍ଥାନ ପାଲଟିଛି। ଦାରିଙ୍ଗବାଡ଼ିରେ ଗତକାଲି ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଛି।

କୋରାପୁଟ, ରାଉରକେଲା, ସୋନପୁର, ଭବାନୀପାଟଣାରେ ଅସହ୍ୟ ଶୀତ ହେଉଛି। ଲୋକେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ କିଏ ନିଆଁ ଜାଳୁଛନ୍ତି ତ ଆଉ କିଏ ମର୍ଣ୍ଣିଂ ୱାକ୍ କରୁଛନ୍ତି। ଆଉ କେହି ଗରମ ଚା’ର ମଜା ନେଉଥିବା ଦେଖିବାକୁ ମିଳୁଛି। ମୁଖ୍ୟତଃ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ବଢିଛି।

The post ଶୀତରେ ଥରୁଛି ସାରା ଓଡ଼ିଶା, ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ appeared first on Odisha Reporter.



from Odisha Reporter https://ift.tt/2KtrWx5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages