ଭୋଟରଙ୍କୁ ଟଙ୍କା ବାଣ୍ଟୁଥିଲେ ମହିଳା, ଧରାପଡ଼ିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 2, 2020

ଭୋଟରଙ୍କୁ ଟଙ୍କା ବାଣ୍ଟୁଥିଲେ ମହିଳା, ଧରାପଡ଼ିଗଲେ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ବାଲେଶ୍ୱରରେ ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଜଣେ ମହିଳା  ସେଠାରେ ପହଞ୍ଚି ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି। ଟଙ୍କା ବାଣ୍ଟିବା ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌।

ବାଲେଶ୍ୱର ୧ ନମ୍ବର ଓ୍ୱାର୍ଡ ଆଦିବାସୀ ସାହିରେ ଟଙ୍କା ବଣ୍ଟାଯାଇଥିବା ଅଭିଯୋଗ ହୋଇଛି । ଜଣେ ମହିଳା କିଛି ସମର୍ଥକଙ୍କ ସହ ସେଠାରେ ପହଞ୍ଚି ଟଙ୍କା ବାଣ୍ଟୁଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଧରି ସଦର ଥାନା ପୁଲିସ୍‌ ଜିମା ଦେଇଛନ୍ତି । ଟଙ୍କା ବାଣ୍ଟୁଥିବା ମହିଳାଜଣଙ୍କ ମୟୂରଭଞ୍ଜର ବୋଲି ସୂଚନା ମିଳିଛି ।

The post ଭୋଟରଙ୍କୁ ଟଙ୍କା ବାଣ୍ଟୁଥିଲେ ମହିଳା, ଧରାପଡ଼ିଗଲେ appeared first on Odisha Reporter.



from Odisha Reporter https://ift.tt/2TM4hJA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages