ଖସୁଛି କରୋନା ଗ୍ରାଫ୍‌, ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 14, 2020

ଖସୁଛି କରୋନା ଗ୍ରାଫ୍‌, ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୭୫୩  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୯ ହେଉଛି ଲୋକାଲ୍ କେସ୍‌। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି। ସେଥିରୁ ୨୯୬୫୧୬ ଜଣ ସୁସ୍ଥ ହୋଇଥିବା ବେଳେ ୧୦୫୬୩ ଜଣ ଆକ୍ଟିଭ୍ ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୫, ଖୋର୍ଦ୍ଧାରୁ ୭୪, ନୂଆପଡ଼ାରୁ ୬୫, କଳାହାଣ୍ଡି ଓ ଅନୁଗୋଳରୁ ୪୭ ଲେଖାଏ, କଟକରୁ ୪୧, ପୁରୀରୁ ୩୪, ବାଲେଶ୍ୱରରୁ ୩୨, ବରଗଡ଼ରୁ ୩୧, କେନ୍ଦୁଝରରୁ ୨୭, ଜଗତସିଂହପୁର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨୬ ଲେଖାଏ, ସମ୍ବଲପୁରରୁ ୨୦ ଚିହ୍ନଟ ହୋଇଛନ୍ତି।

The post ଖସୁଛି କରୋନା ଗ୍ରାଫ୍‌, ରାଜ୍ୟରେ ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3nrxLJH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages