୨୦ରେ ଶୀତ ଅଧିବେଶନ; ଆଜି ବସିବ ସର୍ବଦଳୀୟ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 17, 2020

୨୦ରେ ଶୀତ ଅଧିବେଶନ; ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ।

କରୋନା ମହାମାରୀ ସମୟରେ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି  ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ବାଚସ୍ପତି ଆଲୋଚନା କରିବେ। ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ।

The post ୨୦ରେ ଶୀତ ଅଧିବେଶନ; ଆଜି ବସିବ ସର୍ବଦଳୀୟ ବୈଠକ appeared first on Odisha Reporter.



from Odisha Reporter https://ift.tt/3nxuj01

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages