୨୯ରେ ଜିଲ୍ଲା ଜଜ୍ ନିଯୁକ୍ତି ପାଇଁ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 20, 2020

୨୯ରେ ଜିଲ୍ଲା ଜଜ୍ ନିଯୁକ୍ତି ପାଇଁ ପରୀକ୍ଷା

କଟକ(ଓଡ଼ିଶା ରିପୋର୍ଟର): ଆସନ୍ତା ନେଭମ୍ବର ୨୯ରେ ଜିଲ୍ଲା ଜଜ୍ ନିଯୁକ୍ତି ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କଟକ କ୍ୟାଣ୍ଟନମେଣ୍ଟ ରୋଡ଼ କେମ୍ବ୍ରିଜ ସ୍କୁଲରେ ଏହି ପରୀକ୍ଷା ହେବ । ଯୋଗ୍ୟ ପ୍ରାର୍ଥୀଙ୍କ ଆଡମିଟ କାର୍ଡ ସେମାନଙ୍କ ନିକଟକୁ ପଠାଇ ଦିଆଯାଇଛି । ପ୍ରାର୍ଥମାନେ  https://ift.tt/1ezpajP ରେ ଲଗ୍ ଇନ୍ କରି ପରୀକ୍ଷା ସମୟ ଓ ଅନ୍ୟ ବିସ୍ତୃତ ବିବରଣୀ ଜାଣିପାରିବେ ।

The post ୨୯ରେ ଜିଲ୍ଲା ଜଜ୍ ନିଯୁକ୍ତି ପାଇଁ ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/36OmMDi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages