ଖସୁଛି ଗ୍ରାଫ; ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

ଖସୁଛି ଗ୍ରାଫ; ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୬୪୪  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୭୩ ହେଉଛି ଲୋକାଲ୍ କେସ୍‌।

The post ଖସୁଛି ଗ୍ରାଫ; ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2UxMUgj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages