ଥମୁନି କରୋନାଜନିତ ମୃତ୍ୟୁ , ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 13, 2020

ଥମୁନି କରୋନାଜନିତ ମୃତ୍ୟୁ , ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍‌ ଏବେ ତଳମୁହାଁ ଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମିବା ନାଁ ଧରୁନି। ଯାହାକି ଏବେ ଚିନ୍ତାର ବିଷୟ ପାଲଟିଛି।

ରାଜ୍ୟରେ  କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଞ୍ଚି ଯାଇଛି।

The post ଥମୁନି କରୋନାଜନିତ ମୃତ୍ୟୁ , ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3kCnAjS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages