ରାଜ୍ୟରେ ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 7, 2020

ରାଜ୍ୟରେ ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ   ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୦୧ ହେଉଛି ଲୋକାଲ୍ କେସ୍‌। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୮୬୮୫୭ସୁସ୍ଥ ହୋଇସାରିଲେଣି।୧୩୨୩୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଏଯାବତ୍ ୧୪୨୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

The post ରାଜ୍ୟରେ ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/36jAUo9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages