ଆଜି ଭାରତ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 25, 2020

ଆଜି ଭାରତ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରର ଶ୍ରମ ଆଇନ ଏବଂ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ସକାଳ ୬ରୁ ୨୪ ଘଣ୍ଟିଆ ଦେଶବ୍ୟାପୀ ଚକ ଅଖ ବନ୍ଦ ଡାକରା ଦେଇଛନ୍ତି ୧୦ଟି ଟ୍ରେଡ୍ ୟୁନିୟନ।  ଟ୍ରେଡ୍ ୟୁନିୟନ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାକୁ ବାମ ଦଳ ସମେତ କଂଗ୍ରେସ ସମର୍ଥନ କରିଛି।  ବନ୍ଦ ଡାକରାରେ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। ଗାଡ଼ିମୋଟର, ଟ୍ରେନ୍, ବସ୍ ଚଳାଚଳ ବନ୍ଦ  ରଖିବାକୁ CITUର  ଆହ୍ୱାନ ଦେଇଛି।

ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳରୁ ଆରମ୍ଭ ହୋଇଛି ପିକେଟିଂ, ରାସ୍ତାରୋକ। ଭୁବନେଶ୍ୱରର ବିଭିନ୍ନ ଛକରେ ଶ୍ରମିକ ସଂଗଠନର ରାସ୍ତା ଅବରୋଧ କରିଥିବା ବେଳେ ରାୟଗଡ଼ା ଓ ଗୁଣପୁରରେ ଟାୟାର ଜାଳି ରାସ୍ତାରୋକ ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।  ସେହିପରି ରାଉରକେଲାର ବିର୍ସାମୁଣ୍ଡା ଛକ ସମେତ ବିଭିନ୍ନ ସ୍ଥାନରେ ପିକେଟିଂ, ରାସ୍ତାରୋକ କରାଯାଇଛି।

The post ଆଜି ଭାରତ ବନ୍ଦ appeared first on Odisha Reporter.



from Odisha Reporter https://ift.tt/2IZV7rt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages