ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଆକ୍ରାନ୍ତ ନେଇ ଟ୍ୱିଟ୍ କରି ସୂଚନା ଦେଲେ ରାଜ୍ୟପାଳ।
Hon’ble Governor and first lady have tested corona positive and have advised all who have come in close contact recently to get themselves tested.
— Governor Odisha (@GovernorOdisha) November 2, 2020
ଏଥିସହ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ପରୀକ୍ଷା କରାଇ ନେବାକୁ ରାଜ୍ୟପାଳ ଅନୁରୋଧ କରିଛନ୍ତି।
The post ରାଜ୍ୟପାଳଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/2Gjxk4d
No comments:
Post a Comment