ରାଜ୍ୟରେ ଖସିଲା କରୋନା ଗ୍ରାଫ୍‌, ୫୦୦ ତଳକୁ ଚିହ୍ନଟ ହେଲେ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 29, 2020

ରାଜ୍ୟରେ ଖସିଲା କରୋନା ଗ୍ରାଫ୍‌, ୫୦୦ ତଳକୁ ଚିହ୍ନଟ ହେଲେ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଗ୍ରାଫ ଏବେ ତଳମୁହାଁ ହୋଇଥିବା ବେଳେ ୫୦୦ ତଳକୁ ଚିହ୍ନଟ ହେଲେ ଆକ୍ରାନ୍ତ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୭ ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେବଗଡ଼ ଜିଲ୍ଲାରୁ ସର୍ବନିମ୍ନ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଅନୁଗୁଳରୁ ୩୪, ମୟୂରଭଞ୍ଜରୁ ୩୨, କଟକରୁ ୨୫ ଓ ଖୋର୍ଦ୍ଧା ଓ ନୂଆପଡ଼ା ଜିଲ୍ଲାରୁ ୨୩ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା   ୩,୧୮,୭୨୫ରେ ପହଞ୍ଚିଥିବା ବେଳେ  ୫୬୭୭ ହେଉଛି ଆକ୍ଟିଭ କେସ୍‌।  ରାଜ୍ୟରେ ୩,୧୧,୨୫୬  କରୋନା ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି।

The post ରାଜ୍ୟରେ ଖସିଲା କରୋନା ଗ୍ରାଫ୍‌, ୫୦୦ ତଳକୁ ଚିହ୍ନଟ ହେଲେ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2HPgx9W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages