୧୬ ନଭେମ୍ବର, ସୋମବାର: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 15, 2020

୧୬ ନଭେମ୍ବର, ସୋମବାର: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ

ମେଷ: କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରାପ୍ତି ହେବ।ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବା ସହିତ କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ।
ମହାଦେବଙ୍କୁ ଧଳାଫୁଲ ଅର୍ପଣ କରନ୍ତୁ।

ବୃଷ; ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ। ଘରକୁ ଅତିଥିଙ୍କର ଆଗମନ ହେବ।ଯେକୌଣସି ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ମିଥୁନ; ଆର୍ଥିକ ସମସ୍ୟା ଲାଗି ରହିବ। ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ଆସିବ। ନିଜର ଲୋକମାନେ ବିଶ୍ୱାସ ଘାତକତା କରିବେ। ମିହଳାମାନେ ପ୍ରତ୍ୟେକ କାର୍ଯ୍ୟରେ ଅପମାନିତ ହେବେ।

କର୍କଟ:ଶତ୍ରୁମାନେ ପରାଜୟ ହେବେ ଏବଂ ମିତ୍ରତାର ହାତ ବଢାଇବେ। ସ୍ଵ।ମୀ ସ୍ତ୍ରୀଙ୍କୁ ମଧ୍ୟରେ ଉତ୍ତମ ବୁଝମଣା ରହିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅର୍ଜନ କରିବେ।

ସିଂହ: ବ୍ୟବସାୟ ଲାଭଜନକ ହେବ। ଶୁଭ ସମ୍ବାଦ ପାଇ ଖୁସି ହେବେ। ପରିବାରରେ ମାନ ମନାନ୍ତର ଦେଖାଦେବ।

କନ୍ୟା: ବ୍ୟବସାୟୀମାନେ କଠିନ ପରଶ୍ରମର ମୂଲ୍ୟ ଫେରିପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବରଣ ଦେଖାଦେବ। ଶାରୀରିକ ଅସୁସ୍ଥତା ଅନୁଭବ କରିବେ।

ତୁଳା: ପାରିବାରିକ କଳହ ଲାଗି ରହିବ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସମର୍ଥନ ମିଳିବ। ସତର୍କ ନ ହେଲେ ଆପଣା ଲୋକ କ୍ଷତି ଘଟାଇବେ।

ବିଛା: ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କ୍ଷତି କରିପାରିବେ ନାହିଁ। ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି।

ଧନୁ: ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକ ଭଲ ଆୟ କରିବେ।

ମକର: ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।ସାମ୍ବାଦିକମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ।

କୁମ୍ଭ: ବ୍ୟବସାୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ହସଖୁସିରେ ସମୟ କାଟିବେ।

ମୀନ: ପଡ଼ିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବେ। ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରିୟଭାଜନ ହେବେ।

The post ୧୬ ନଭେମ୍ବର, ସୋମବାର: ବ୍ୟବସାୟ ବାଣିଜ୍ୟରେ ସଫଳତା ପାଇବେ appeared first on Odisha Reporter.



from Odisha Reporter https://ift.tt/2IxPJvs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages