ମିଳିଲା ଚୋରି ହୋଇଥିବା ସାଢ଼େ ୬ କେଜି ସୁନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 11, 2020

ମିଳିଲା ଚୋରି ହୋଇଥିବା ସାଢ଼େ ୬ କେଜି ସୁନା

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣାରେ ପୁଲିସକୁ ମିଳିଲା ବଡ ସଫଳତା। ସାଢ଼େ ୬ କେଜି ସୁନା ଜବତ କରିଛି ଗଞ୍ଜାମ ପୁଲିସ। ଏ ନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି।

ସେ କହିଛନ୍ତି,ଗତ ଅକ୍ଟୋବର ମାସ ୧୨ତାରିଖରେ ସୁନା ବ୍ୟବସାୟୀ ସୁରେନ୍ଦ୍ର ନାଥ ନାୟକଙ୍କ ଘରୁ  ସୁନା ଚୋରି ହୋଇଥିଲା। ଏ ନେଇ ସେ ଥାନାରେ ଏତଲା ଦେଇଥିଲେ। ଚୋରି ହୋଇଥିବା ୬ କେଜି ୫୦୧ ଗ୍ରାମ ସୁନା ଜବତ କରାଯାଇଛି। ଚୋରି କରିଥିବା ଅଭିଯୋଗରେ ୧୦ଜଣ   ଓ ସୁନା କିଣିଥିବା ୫ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ୍‌।

The post ମିଳିଲା ଚୋରି ହୋଇଥିବା ସାଢ଼େ ୬ କେଜି ସୁନା appeared first on Odisha Reporter.



from Odisha Reporter https://ift.tt/3kg0sXX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages