ବାରିପଦା(ମାଣିକଲାଲ ପାଣି): ଘରୋଇ କଳିରୁ କରୁଣ ପରିଣତି । ସ୍ତ୍ରୀକୁ କୁରାଢ଼ିରେ ହାଣି ହତ୍ୟା କଲା ସ୍ୱାମୀ । ବାରିପଦା ଜିଲ୍ଲା ମୋରଡା ଥାନା ମାଳିହତା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । କୌଣସି ଏକ କଥାକୁ ନେଇ ଦୁହେଁ କଳି କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ।
The post କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ appeared first on Odisha Reporter.
from Odisha Reporter https://ift.tt/3lMApcI
No comments:
Post a Comment