୧୫ ଡିଗ୍ରୀ ତଳେ ୧୧ ସହର, ଜାଣନ୍ତୁ କେଉଁ ସହର ସବୁଠୁ ଥଣ୍ଡା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 29, 2020

୧୫ ଡିଗ୍ରୀ ତଳେ ୧୧ ସହର, ଜାଣନ୍ତୁ କେଉଁ ସହର ସବୁଠୁ ଥଣ୍ଡା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶୀତରେ ଥରୁଛି ଓଡ଼ିଶା। ରାଜ୍ୟର ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରକେର୍ଡ କରାଯାଇଛି । ସୋନପୁର ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି । ଏଠାରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ତଳକୁ ଖସିପଡିଛି ।

ସେହିପରି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଦ୍ୱିତୀୟ ସ୍ଥାନରେ ରହିଛି । ଏଠାରେ ତାପମାତ୍ରା ୯.୫ ରେକର୍ଡ କରାଯାଇଛି । ଅନ୍ୟପଟେ ଅନୁଗୁଳ ୧୦.୬, ଫୁଲବାଣୀ ୧୧.୩, କେନ୍ଦୁଝର ୧୨, ବାରିପଦା ୧୨.୪, ଭବାନୀପାଟଣା ୧୨.୮, କୋରାପୁଟ ୧୩, ଝାରସୁଗୁଡ଼ା ୧୩.୨, ବଲାଙ୍ଗିର ୧୪ ଏବଂ କଟକରେ ୧୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସେହିପରି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୧୬.୦ ଡିଗ୍ରୀ ଥିବା ଜଣାପଡିଛି ।

The post ୧୫ ଡିଗ୍ରୀ ତଳେ ୧୧ ସହର, ଜାଣନ୍ତୁ କେଉଁ ସହର ସବୁଠୁ ଥଣ୍ଡା appeared first on Odisha Reporter.



from Odisha Reporter https://ift.tt/37mvfOj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages