୨୦ରୁ ବିଧାନସଭା, ଆଜିଠୁ ହେବ କରୋନା ଟେଷ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 16, 2020

୨୦ରୁ ବିଧାନସଭା, ଆଜିଠୁ ହେବ କରୋନା ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ତାରିଖରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏଥର ବି ଅଧିବେଶନ ପୂର୍ବରୁ ବିଧାୟକ, ମନ୍ତ୍ରୀ, ସେମାନଙ୍କ ବ୍ୟକ୍ତିଗତ ସଚିବ, ସହାୟକ ଏବଂ ବିଧାନସଭା କର୍ମଚାରୀଙ୍କର କୋଡିଭ୍ ଟେଷ୍ଟ ହେବ । ଆଜିଠୁ ଆସନ୍ତା ୩ ଦିନ ଯାଏଁ କରୋନା ଟେଷ୍ଟ ହେବ ।  ବିଧାନସଭା ଭିତରକୁ ଯାଉଥିବା ସମସ୍ତ ସାମ୍ବାଦିକଙ୍କର ମଧ୍ୟ କୋଭିଡ ଟେଷ୍ଟ ବାଧ୍ୟତାମୂଳକ ହୋଇଛି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଲେ ବିଧାନସଭା ଯିବାକୁ ଅନୁମତି ମିଳିବ। କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଲେ ହିଁ ବିଧାନସଭା ଯିବାକୁ  ଅନୁମତି ମିଳିବ।

ଆସନ୍ତା ୧୭, ୧୮ ଓ ୧୯ ତାରିଖରେ ପ୍ରଥମ  ପର୍ଯ୍ୟାୟରେ ସମସ୍ତଙ୍କ କୋଭିଡ୍ ଟେଷ୍ଟ କରାଯିବା ସହ ପରେ ଦ୍ୱିତୀୟ ପଯର୍ୟାୟରେ ମଧ୍ୟ ସମସ୍ତଙ୍କ ଟେଷ୍ଟ କରାଯିବ । ଏହାସହ ପ୍ରତିଦିନ ବିଧାନସଭା ପରିସରକୁ ସାନିଟାଇଜ କରାଯିବ । ଏଥର ମଧ୍ୟ ସଦସ୍ୟମାନେ ଭିଡିଓ କନଫରେନି୍ସଂରେ ଭାଗ ନେଇପାରିବେ।

The post ୨୦ରୁ ବିଧାନସଭା, ଆଜିଠୁ ହେବ କରୋନା ଟେଷ୍ଟ appeared first on Odisha Reporter.



from Odisha Reporter https://ift.tt/3pwaNmJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages