ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 18, 2020

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଜା

ନୂଆପଡ଼ା(ମାୟାଧର ସରାଫ ): ନାବାଳିକା ଦୁଷ୍କର୍ମକାରୀକୁ ମିଳିଲା ୨୦ ବର୍ଷ ସଜା । ୨୦୧୮ର ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ନୂଆପଡ଼ା ପୋକ୍ସୋ କୋର୍ଟ ଦୋଷୀକୁ ୨୦ ବର୍ଷର ସଜ୍ଜା ଶୁଣାଇଛନ୍ତି । ଏହାସହ  ୧୫ ହଜାର ଟଙ୍କାର ଜରିମାନା ବି କରାଯାଇଛି  ।

ସୂଚନାଯୋଗ୍ୟ,  ୨୦୧୮ ମସିହାରେ ସଂପୃକ୍ତ ଅଭିଯୁକ୍ତ ନୂଆପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୁକ୍ତଜଣଙ୍କ ନାବାଳିକାକୁ  ବାଇକ୍‌ରେ ଗାଁ  ନିକଟ ଜଙ୍ଗଲକୁ ନେଇ ଦୁଷ୍କର୍ମ କରିଥିଲା । ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଥିଲା  ।

ଗତକାଲି ସ୍ୱତନ୍ତ୍ର ଜଜ୍ ପୋସ୍କୋ କୋର୍ଟ ମାମଲାର ବିଚାର କରି ଦୋଷୀକୁ ୨୦ବର୍ଷ ଜେଲ ଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରାଯାଇଛି  ।

The post ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଜା appeared first on Odisha Reporter.



from Odisha Reporter https://ift.tt/2Kly22G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages