ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 8, 2020

ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୭୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୧୧ ହେଉଛି ଲୋକାଲ୍ କେସ୍‌।

The post ରାଜ୍ୟରେ ୧୨୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ୧୦୦ ତଳକୁ ଖସିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3p9Ja2v

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages