ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 5, 2020

ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ  ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକଜଣକ ବୁଧୁରାମ ସିଂ ବୋଲି ଜଣାପଡିଛି ।

ଗତକାଲି ବିଳମ୍ବିତ ରାତିରେ ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡି ରହିଥିବାବଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସହିଦନଗର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

The post ବାଣୀବିହାର କ୍ୟାମ୍ପସରେ ଶ୍ରମିକଙ୍କୁ ହତ୍ୟା appeared first on Odisha Reporter.



from Odisha Reporter https://ift.tt/352rNJ1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages