ଏ ମାସରେ ଖୋଲିବ ସ୍କୁଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 3, 2020

ଏ ମାସରେ ଖୋଲିବ ସ୍କୁଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଦେଇଛନ୍ତି ଏହି ସୂଚନା।

ସେ କହିଛନ୍ତି, ନବମରୁ ଦ୍ୱାଦଶ ଯାଏ ସଂପୂର୍ଣ୍ଣ କ୍ଲାସ ହେବ। ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ରାଜି ନହେଲେ ଅନଲାଇନ ବ୍ୟବସ୍ଥା ହେବ। ସ୍କୁଲ ଖୋଲିବା ନେଇ SOP ପ୍ରସ୍ତୁତି ଚାଲିଥିବା ସେ କହିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, ଜିଲ୍ଲାପାଳ ଓ ଡିଇଓମାନଙ୍କ ସହ ଆଲୋଚନା କରାଯିବ। କରୋନା ପାଇଁ ୩୦% ସିଲାବସ୍ ହ୍ରାସ ହୋଇଛି। ଆଉ କମିବନି। ବାକି ୭୦% ସିଲାବସ୍ ପାଇଁ ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ ହେବ।

The post ଏ ମାସରେ ଖୋଲିବ ସ୍କୁଲ୍‌ appeared first on Odisha Reporter.



from Odisha Reporter https://ift.tt/3oVFtxi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages