ବୀରମିତ୍ରପୁର ଆଇଆଇସି ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 20, 2020

ବୀରମିତ୍ରପୁର ଆଇଆଇସି ନିଲମ୍ବିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁରରେ ହୋଇଥିବା ହାଜତ ମୃତ୍ୟୁ ମାମଲାରେ ସରକାରଙ୍କୁ ଚାରିଆଡ଼ୁ ସମାଲୋଚନାର ଶିକାର ହେବାକୁ ପଡ଼ୁଥିବା ବେଳେ ବିରୋଧୀ ମଧ୍ୟ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଛନ୍ତି।

ବିଭିନ୍ନ ମହଲରୁ ଚାପ ପଡ଼ିବା ପରେ ରାଜ୍ୟ ସରକାର ପୁରୀ ଏସ୍‌ପି ଅଖିଳେଶ୍ୱର ସିଂଙ୍କୁ  ବଦଳି କରିଥିବା ବେଳେ ବୀରମିତ୍ରପୁର ଥାନା IIC ସ୍ମୃତିପ୍ରଭା ପ୍ରଧାନଙ୍କୁ ମଧ୍ୟ ନିଲମ୍ବିତ କରିଛନ୍ତି । ଦାୟିତ୍ୱ ଏବଂ କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ଚିକିରିରୁ ନିଲମ୍ବନ ଆଦେଶ ଦେଇଛନ୍ତି ପୁଲିସ୍‌ ଡିଜି । ଏ ନେଇ ଓଡ଼ିଶା ପୋଲିସ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କ୍ରସର ମାଲିକ ପ୍ରଦୀପ କୁଣ୍ଡୁଙ୍କ  ଅପହରଣ ମାମଲାରେ ବୀରମିତ୍ରପୁର ପୁଲିସ ତାରିକ୍ ସଲିମଙ୍କୁ ଉଠାଇ ଆଣି ଥାନାରେ ପଚରା ଉଚରା କରୁଥିଲା l ତେବେ ହାଜତରେ ତାରିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା।

The post ବୀରମିତ୍ରପୁର ଆଇଆଇସି ନିଲମ୍ବିତ appeared first on Odisha Reporter.



from Odisha Reporter https://ift.tt/3fhWAVA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages