ସ୍ପଷ୍ଟ କଲେ ସ୍ୱାସ୍ଥ୍ୟମନ୍ତ୍ରୀ, ରାଜଧାନୀରେ ଲକଡାଉନ୍ ହେବନି କିନ୍ତୁ… - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 17, 2020

ସ୍ପଷ୍ଟ କଲେ ସ୍ୱାସ୍ଥ୍ୟମନ୍ତ୍ରୀ, ରାଜଧାନୀରେ ଲକଡାଉନ୍ ହେବନି କିନ୍ତୁ…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ଦିଲ୍ଲୀରେ ଲକଡାଉନ୍ ହୋଇପାରେ ବୋଲି ଆକଳନ ହେଉଥିଲା। ହେଲେ ଏସବୁ ଚର୍ଚ୍ଚାରେ ବିରାମ ଲଗାଇଛନ୍ତି ଦିଲ୍ଲୀର ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍।

ସେ କହିଛନ୍ତି ଲକଡାଉନ୍ ହେବନି। ହେଲେ ଜନଗହଳି ସ୍ଥାନର କିଛି କିଛି ଅଞ୍ଚଳରେ ପ୍ରତିବନ୍ଧକ ଲଗାଯାଇପାରେ। ଜନ ଗହଳି ସ୍ଥାନରେ ଏହି ଭାଇରସ ମାରାତ୍ମକ ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ ମଙ୍ଗଳବାର ଜନ ଗହଳି ସ୍ଥାନ, ବଜାର ଆଦି ସ୍ଥାନ କରୋନାର ହଟସ୍ପଟ ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ସ୍ଥାନ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ କେଜ୍ରିଓ୍ୱାଲ୍ ନିବେଦନ କରିଥିଲେ।

The post ସ୍ପଷ୍ଟ କଲେ ସ୍ୱାସ୍ଥ୍ୟମନ୍ତ୍ରୀ, ରାଜଧାନୀରେ ଲକଡାଉନ୍ ହେବନି କିନ୍ତୁ… appeared first on Odisha Reporter.



from Odisha Reporter https://ift.tt/370EB2r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages