ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚି ଯାଇଛି।
The post ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ଆକ୍ରାନ୍ତ appeared first on Odisha Reporter.
from Odisha Reporter https://ift.tt/3eoQqCx
No comments:
Post a Comment