ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି IFS ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।
ତାଙ୍କ ବିରୋଧରେ କୋଟି କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବାର ଅଭିଯୋଗ ହେବା ପରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି।
The post ଭିଜିଲାନ୍ସ ଜାଲରେ IFS ଅଫିସର appeared first on Odisha Reporter.
from Odisha Reporter https://ift.tt/3l6Wxx4
No comments:
Post a Comment