ନିଆଁରେ ପୋଡ଼ି ହୋଇଗଲେ ୩ OSAP ଯବାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 8, 2020

ନିଆଁରେ ପୋଡ଼ି ହୋଇଗଲେ ୩ OSAP ଯବାନ

ଭଦ୍ରକ(ପାର୍ଥ ସାରଥୀ ନାୟକ) : ନିଆଁରେ ପୋଡ଼ି ହୋଇ ୩ OSAP ଯବାନ ଗୁରୁତର ହୋଇପଡ଼ିଛନ୍ତି। ଭଦ୍ରକରେ ଏପରି ଅଭାବନୀୟ ଘଟଣା ଘଟିଥିବା ଜଣାଯାଇଛି।  ଗୁରୁତର ୩ OSAP ଯବାନ ପୁରୁଣା ବଜାର ଥାନାରେ ଡ୍ୟୁଟି କରୁଥିବା ବେଳେ ଏହି ଅଘଟଣ ଘଟିଛି।

ଗୁରୁତର ଅବସ୍ଥାରେ ୩ ଯବାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଶରୀରର ବହୁ ଅଂଶ ପୋଡ଼ିଯାଇଛି। ଗୁରୁତର ୩ OSAP ଯବାନ ବାରିପଦା ୫ମ ବାଟାଲିୟନର  ବୋଲି ସୂଚନା ମିଳିଛି।

ରାତିରେ ଶୋଇଥିବା ବେଳେ ମଶା ଧୂପରୁ  ନିଆଁ ଲାଗି ଏପରି ପରିସ୍ଥିତି ଉପୁଜିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

The post ନିଆଁରେ ପୋଡ଼ି ହୋଇଗଲେ ୩ OSAP ଯବାନ appeared first on Odisha Reporter.



from Odisha Reporter https://ift.tt/36fDwDn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages