ବରଗଡ଼ (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ହେବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜିଲ୍ଲାପାଳଙ୍କ ସହିତ ଧନୁଯାତ୍ରା କମିଟିର ସଦସ୍ୟମାନେ ଆଲୋଚନା କରିବା ପରେ ଚଳିତ ବର୍ଷ ଧନୁଯାତ୍ରା ନ କରିବାକୁ ନିଷ୍କତ୍ତି ହୋଇଛି।
The post ଏଥର ହେବନି ବରଗଡ଼ ଧନୁଯାତ୍ରା appeared first on Odisha Reporter.
from Odisha Reporter https://ift.tt/3oQJm5B
No comments:
Post a Comment