ଆଜି ବର୍ଷର ଶେଷ ସୂର୍ଯ୍ୟପରାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 13, 2020

ଆଜି ବର୍ଷର ଶେଷ ସୂର୍ଯ୍ୟପରାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଖାଯିବ ବର୍ଷର ଶେଷ ସୂର୍ଯ୍ୟପରାଗ। ତେବେ ଭାରତରେ ଏହି ପରାଗ ଦେଖାଯିବ ନାହିଁ। କେବଳ ଚିଲି ଓ ଆର୍ଜେଣ୍ଟିନାର କିଛି ଅଞ୍ଚଳରେ ପୂର୍ଣ୍ଣ ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ। ଉତ୍ତର ଆମେରିକା, ଉତ୍ତର ଆଫ୍ରିକା ତଥା ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ଆଂଶିକ ପରାଗ ଦେଖାଯିବ। ଏହା ଭାରତୀୟ ସମୟ ସନ୍ଧ୍ୟା ୭ଟା ୩ ମିନିଟ୍‌ରୁ ଆରମ୍ଭ ହୋଇ ରାତି ୧୨ଟା ୩୦ ମିନିଟ୍ ବେଳକୁ ଶେଷ ହେବ। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିଅମ୍ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକଙ୍କ କହିବା ଅନୁସାରେ, ୨୦୨୨ ମସିହା ଅକ୍ଟୋବର ୨୫ ତାରିଖରେ ଭାରତରେ ପରବର୍ତ୍ତୀ ସୂର୍ଯ୍ୟପରାଗ ଦେଖାଯିବ।

The post ଆଜି ବର୍ଷର ଶେଷ ସୂର୍ଯ୍ୟପରାଗ appeared first on Odisha Reporter.



from Odisha Reporter https://ift.tt/34blzWd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages