ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ, ସକାଳୁ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 4, 2020

ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ, ସକାଳୁ ମିଳିଲା ମୃତଦେହ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ରଣପୁର ଥାନା ମଝିଆଖଣ୍ଡ ପଞ୍ଚାୟତର ତେଲିପାଟଣା ଗାଁରେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ହେଲେ ବ୍ରଜ କିଶୋର ସାହୁ। ତାଙ୍କୁ ୮୫ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁଯାୟୀ, ବ୍ରଜ କିଶୋର ଗତକାଲି ରାତିରେ ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ। ତେବେ ଆଉ ଘରକୁ ଫେରି ନଥିଲେ। ଆଜି ସକାଳେ ଘର ବାଡ଼ିରୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କ ଶରୀରେ କ୍ଷତ ଚିହ୍ନ ରହିଛି। ମୁଣ୍ଡରେ ଗଭୀର କ୍ଷତ ଚି଼ହ୍ନ ଥିବା ମଧ୍ୟ ଦେଖିବାକୁ ମିଳିଛି l

ବ୍ରଜ କିଶୋରଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ରଣପୁର ପୁଲିସ୍ ଘଟଣାସ୍ଥଳରେ ଛାନ୍‌ଭିନ୍ କରିବା ସହିତ ଘଟଣାର ତଦନ୍ତ କରୁଛି।

The post ଭଲିବଲ୍‌ ଟୁର୍ନାମେଣ୍ଟ ଦେଖିବାକୁ ଯାଇଥିଲେ, ସକାଳୁ ମିଳିଲା ମୃତଦେହ appeared first on Odisha Reporter.



from Odisha Reporter https://ift.tt/3qwBU19

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages