ଖସୁଛି ପାରଦ, ଆହୁରି ୫ ଦିନ ଥରାଇବ ଶୀତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 6, 2020

ଖସୁଛି ପାରଦ, ଆହୁରି ୫ ଦିନ ଥରାଇବ ଶୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଜାରି ରହିବ । ତା’ସହ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଭଳି ଜିଲ୍ଲାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବା ସମ୍ଭାବନା ରହିଛି। ଏହି ସମୟରେ ଭିଜିବିଲିଟ୍ ମଧ୍ୟ କମ୍ ରହିପାରେ । କିଛି ସ୍ଥାନରେ ପାରଦ ନିମ୍ନଗାମୀ ହୋଇଛି ।

ସେପଟେ ୮ଟି ଜିଲ୍ଲା ପାଇଁ ଆଜି ସକାଳ ୮ଟା ୩୦ ଯାଏ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  । ସେହି ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ଯାଜପୁର, କନ୍ଧମାଳ, ଜଗତସିଂହପୁର, କଟକ, ପୁରୀ, ଅନୁଗୁଳ ଏବଂ ଢେଙ୍କାନାଳ ।

The post ଖସୁଛି ପାରଦ, ଆହୁରି ୫ ଦିନ ଥରାଇବ ଶୀତ appeared first on Odisha Reporter.



from Odisha Reporter https://ift.tt/3gksfWN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages