‘ବିନା ଅନୁମତିରେ ହେଡକ୍ୱାର୍ଟର୍ସ ଛାଡ଼ନି’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 24, 2020

‘ବିନା ଅନୁମତିରେ ହେଡକ୍ୱାର୍ଟର୍ସ ଛାଡ଼ନି’

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ହେବା ପରେ ଆତଙ୍କରେ ଅଛନ୍ତି ସମଗ୍ର ବିଶ୍ୱବାସୀ। ଏପରି ସ୍ଥିତିରେ କରୋନାର କୋପ ଦେଖିଥିବା ଗଞ୍ଜାମ ଜିଲ୍ଲାବାସୀଙ୍କ ପାଇଁ ଆଗୁଆ ସତର୍କବାଣୀ ଶୁଣାଇ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।

ପୁଣି ଥରେ କରୋନା କାୟା ମେଲାଇବା ଆଶଙ୍କା କରି ସରକାରୀ କର୍ମଚାରୀ ହେଡକ୍ୱାର୍ଟର୍ସ ଛାଡ଼ିବା ଉପରେ ରୋକ୍ ଲଗାଇଛନ୍ତି  ଜିଲ୍ଲାପାଳ।  ବିନା ଅନୁମତିରେ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ଦିଆଯାଇଛି କଡ଼ା ନିର୍ଦ୍ଦେଶ । ପିକନିକ୍‌ ସ୍ପଟ୍ ଏବଂ ଗୋପାଳପୁର ବେଳାଭୂମିରେ ଯେଭଳି ଭିଡ଼ ନହୁଏ ତା ଉପରେ ମଧ୍ୟ ନଜର ରଖିବାକୁ ଜିଲ୍ଲାପାଳ ତାଗିଦ୍ କରିଛନ୍ତି।

The post ‘ବିନା ଅନୁମତିରେ ହେଡକ୍ୱାର୍ଟର୍ସ ଛାଡ଼ନି’ appeared first on Odisha Reporter.



from Odisha Reporter https://ift.tt/38CSzbt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages