ଖସିବ ପାରଦ, ଥରିବ ଓଡ଼ିଶା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 18, 2020

ଖସିବ ପାରଦ, ଥରିବ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଥରିବ ଓଡ଼ିଶା। ରାଜ୍ୟରେ ବଢିବ ଶୀତ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ରାତିର ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ  ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ କିଛି ବର୍ଷ ତୁଳନାରେ ଏ ବର୍ଷ ଶୀତ କମ୍ ରହିଛି ।

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ଉପରେ ରହିଛି। ସେହିପରି କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ମଧ୍ୟ ବେଶି ଶୀତ ଅନୁଭୂତ ହେଉନାହିଁ । ଗତକାଲି  ୧୫ ଡିଗ୍ରୀ ଉପରେ ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ରହିଥିଲା ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ୪ରୁ ୫ ଡିଗ୍ରୀ ହ୍ରାସ ପାଇବ ଏବଂ ଏହି ସ୍ଥିତି ପରବର୍ତ୍ତୀ ୩ ଦିନ ଯାଏଁ ରହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି  ।

The post ଖସିବ ପାରଦ, ଥରିବ ଓଡ଼ିଶା appeared first on Odisha Reporter.



from Odisha Reporter https://ift.tt/34oQdvC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages