କେଉଁଠି ରହିବା ଉଚିତ ଘରର ପାଣି ଟାଙ୍କି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 13, 2020

କେଉଁଠି ରହିବା ଉଚିତ ଘରର ପାଣି ଟାଙ୍କି

ର କରିବା ବେଳେ ପ୍ରାୟତଃ ସମସ୍ତେ ପାଣି ଟାଙ୍କି ଛାତ ଉପରେ ବନାଇଥା’ନ୍ତି। ହେଲେ ଅନେକ ଏହାକୁ ନିର୍ମାଣ କରିବା ବେଳେ  ବାସ୍ତୁକୁ ଧ୍ୟାନ ଦେଇ ନଥା’ନ୍ତି। ତା’ହେଲେ ଆସନ୍ତୁ ଜାଣିବା ଘରର କେଉଁ ଦିଗରେ ପାଣି ଟାଙ୍କି ରହିବା ଉଚିତ ଓ କେଉଁଠି ରହିବା ଉଚିତ ନୁହେଁ।

୧. ଘରର ପାଣି ଟାଙ୍କି ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ନିର୍ମାଣ କରନ୍ତୁ। ଏହାଦ୍ୱାରା ଘରର ସୁଖ ସମୃଦ୍ଧି ବଢ଼ିଥାଏ।

୨. ସେହିପରି ଘରର ପାଣି ଟାଙ୍କି ପଶ୍ଚିମ ଦିଗରେ ମଧ୍ୟ ନିର୍ମାଣ କରିପାରିବେ। ଏହାଦ୍ୱାରା ଶୁଭଫଳ ମିଳିଥାଏ। କାରଣ ପଶ୍ଚିମ ଦିଗ ବରୁଣ ଦେବତା ରହିଥା’ନ୍ତି । ବରୁଣ ଦେବତା ଜଳର ଦେବତା ଅଟନ୍ତି।

୩. ଘରର ଦକ୍ଷିଣ-ପୂର୍ବ ଦିଗରେ ପାଣି ଟାଙ୍କି ଦିଗରେ କରିବା ଉଚିତ ନୁହେଁ। ଏହାଦ୍ୱାରା ଧନହାନୀ ହୋଇଥାଏ। ଏହା ସହ ଦୁର୍ଘଟଣା ଘଟିଥାଏ।

୪. ଉତ୍ତର-ପଶ୍ଚିମ ଦିଗରେ ପାଣି ଟାଙ୍କି ନିର୍ମାଣ କରିବା ଉଚିତ ନୁହେଁ। ଯଦି ଏହି ଦିଗରେ ପାଣି ଟାଙ୍କି ନିର୍ମାଣ କରୁଛନ୍ତି, ତା’ହେଲେ ଟାଙ୍କିର ଆକାର ଛୋଟ କରନ୍ତୁ। ପାଣି ଟାଙ୍କିରେ ପ୍ଲାଷ୍ଟିକ ଢାଙ୍କୁଣୀ ଲଗାନ୍ତୁ ନାହିଁ ।

 

The post କେଉଁଠି ରହିବା ଉଚିତ ଘରର ପାଣି ଟାଙ୍କି appeared first on Odisha Reporter.



from Odisha Reporter https://ift.tt/3mfviRy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages