୩ରୁ ଖୋଲିବ ବଳଦେବଜୀଉ ମନ୍ଦିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 16, 2020

୩ରୁ ଖୋଲିବ ବଳଦେବଜୀଉ ମନ୍ଦିର

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର) : ଖୁବ୍‌ ଶୀଘ୍ର ଭକ୍ତ ପାଇଁ ଖୋଲିବ ଭଗବାନଙ୍କ ଦୁଆର। କରୋନା କଟକଣା ଯୋଗୁ ଦୀର୍ଘ ମାସ ଧରି ପ୍ରଭୁଙ୍କ ଦର୍ଶନକୁ ଆତୁର ହୋଇ ଚାହିଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର।  ଆସନ୍ତା ୨୩ରେ ଶ୍ରୀମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର।

ଏହାପରେ ଜାନୁଆରୀ ୩ ତାରିଖରୁ ଖୋଲିବ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର । ଲକ୍‌‌ଡାଉନ୍‌ ସମୟରୁ ବନ୍ଦ ରହିଥିବା ବଳଦେବଜୀଉ ମନ୍ଦିର ଖୋଲିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ।

କୋଭିଡ ଗାଇଡଲାଇନ ଭିତରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯିବ । ଗୋଟିଏ ସମୟରେ ୧୦୦ରୁ ଅଧିକ ଭକ୍ତଙ୍କୁ ମନ୍ଦିର ପ୍ରବେଶ ମନା ରହିବ । ଏହାସହ ମାସ୍କ ଓ ସାମାଜିକ ଦୂରତା ବାଧ୍ୟତାମୂଳକ ରହିଛି ।

The post ୩ରୁ ଖୋଲିବ ବଳଦେବଜୀଉ ମନ୍ଦିର appeared first on Odisha Reporter.



from Odisha Reporter https://ift.tt/34lEOMP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages