ଲର୍ଣ୍ଣର ଲାଇସେନ୍ସଧାରୀଙ୍କୁ ମିଳିଲା ଅଧିକ ସମୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 27, 2020

ଲର୍ଣ୍ଣର ଲାଇସେନ୍ସଧାରୀଙ୍କୁ ମିଳିଲା ଅଧିକ ସମୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲର୍ଣ୍ଣର ଲାଇସେନ୍ସଧାରୀଙ୍କ ପାଇଁ ଖୁସିଖବର । ଡିଏଲ ଆବେଦନ କରିବା ପାଇଁ ଲର୍ଣ୍ଣର ଲଇସେନ୍ସଧାରୀଙ୍କ ଲାଗି ବଢ଼ିଲା ସମୟ ସୀମା । ଓଡ଼ିଶା ସରକାର ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାକୁ ବଢ଼ାଇଛନ୍ତି । ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ।


ଏସଟିଏ ଦେଇଥିବା ସୂଚନା ଅନୁଯାୟୀ, ଯେଉଁ ଲର୍ଣ୍ଣର ଲାଇସେନ୍ସଧାରୀଙ୍କ ସମୟ ସୀମା ଡିସେମ୍ବର ୩୧,  ୨୦୨୦ରେ ଭିତରେ ସରୁଛି, ସେମାନେ ଏହାକୁ ଆସନ୍ତ ବର୍ଷ ଯାଏଁ ବ୍ୟବହାର କରିପାରିବେ । ଏହା ୨୦୨୧ ମାର୍ଚ୍ଚ ୩୧ ଯାଏଁ ବୈଧ ରହିବ । ଏହି ସମୟ ମଧ୍ୟରେ ସେମାନେ ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଆବେଦନ କରିପାରିବେ । କରୋନା ମହାମାରୀକୁ ଦେଖି ସରକାର ନୂଆ ଗାଡି ଚାଳକଙ୍କ ପାଇଁ ଏହି ନୂଆ ସୁବିଧା କରିଛନ୍ତି ।

The post ଲର୍ଣ୍ଣର ଲାଇସେନ୍ସଧାରୀଙ୍କୁ ମିଳିଲା ଅଧିକ ସମୟ appeared first on Odisha Reporter.



from Odisha Reporter https://ift.tt/3hloiSf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages