ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 11, 2020

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଳକ ଖୁଣ୍ଟାକୋଟା ଗାଁରେ ଥିବା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ଜଣାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ଦେଖାଦେଇଛି ଉତ୍ତେଜନା ।   

ଗତ ଗୁରୁବାର ରାତିରେ ଏପରି କାଣ୍ଡ ଘଟିଥିବା ଜଣାଯାଇଛି। କୌଣସି ଦୁର୍ବୃତ୍ତ ଖୁଣ୍ଟାକୋଟା ଗ୍ରାମରେ ଆଦିବାସୀମାନେ ସ୍ଥାପନ କରିଥିବା ବିର୍ଷାମୁଣ୍ଡା ପ୍ରତିମୂର୍ତ୍ତିକୁ ଭାଙ୍ଗିବା ଘଟଣାକୁ ନେଇ ଏବେ ଗ୍ରାମରେ ଚାପା ଉତେଜନା ସହିତ ଆଦିବାସୀ ମାନେ ମେଳି କରୁଥିବା ଜଣାପଡ଼ିଛି । ଏଇ ଘଟଣାକୁ ନେଇ ଠାକୁରମୁଣ୍ଡା ଥାନାରେ ବିର୍ଷାମୁଣ୍ଡା ସେବା ସଙ୍ଗଠନକୁ ଏକ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।

The post ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଉତ୍ତେଜନା appeared first on Odisha Reporter.



from Odisha Reporter https://ift.tt/347lzqp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages