ଟ୍ରେଲର ଓ ଜିପ୍ ମଧ୍ୟରେ ଧକ୍କା, ୭ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 12, 2020

ଟ୍ରେଲର ଓ ଜିପ୍ ମଧ୍ୟରେ ଧକ୍କା, ୭ ମୃତ

ଜୟପୁର: ଟ୍ରେଲର ଟ୍ରକ ଓ ଜିପ୍ ମୁହାଁମୁହିଁ ଧକ୍କା ହେବା ଫଳରେ ସାତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ରାଜସ୍ଥାନର ଚିତ୍ତୋରଗଡ ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଶନିବାର ଉଦୟପୁର-ନିମ୍ବାହେରା ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ତିନି ଜଣଙ୍କର ପରେ ମୃତ୍ୟୁ ଘଟିଛି। ମୋଟ୍ ନଅ ଜଣ ଆହତ ହୋଇଥିବା ପୁଲିସ କହିଛି। ସମସ୍ତ ଆହତ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ମଧ୍ୟ ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି। ପୀଡିତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

The post ଟ୍ରେଲର ଓ ଜିପ୍ ମଧ୍ୟରେ ଧକ୍କା, ୭ ମୃତ appeared first on Odisha Reporter.



from Odisha Reporter https://ift.tt/347sMH4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages