ଓଲଟି ପଡ଼ିଲା ମିନିବସ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 26, 2020

ଓଲଟି ପଡ଼ିଲା ମିନିବସ୍

ରାଉରକେଲା (ପବନ ତିୱାରୀ): ଓଲଟି ପଡ଼ିଲା ବସ୍‌। ଚାଲି ଗଲା ଜଣଙ୍କ ଜୀବନ। ଆଉ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଗଟିଛି ରାଉରକେଲାର ବାଲୁଘାଟ ଅଞ୍ଚଳରେ।

ମା’ ତାରିଣୀ ନାମକ ମିନିବସ୍‌ଟି ଲାଠିକଟାରୁ ରାଉରକେଲା ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ରଘୁନାଥପାଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ୬ ଗୁରୁତରକୁ ଉଦ୍ଧାର ରାଉରକେଲା ସରକାରୀ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

The post ଓଲଟି ପଡ଼ିଲା ମିନିବସ୍ appeared first on Odisha Reporter.



from Odisha Reporter https://ift.tt/38BAXg1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages