ଗୋଟା ରସୁଣ ଚିକେନ ଲଟପଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 24, 2020

ଗୋଟା ରସୁଣ ଚିକେନ ଲଟପଟ

ଆବଶ୍ୟକ ସାମଗ୍ରୀ: ଚିକେନ, ପିଆଜ, ରସୁଣ ପାଖୁଡ଼ା, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ,  ରିଫାଇଲ ତେଲ, ଗରମ ମସଲା।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନରେ ଲୁଣ, ହଳଦୀ ପକେଇ ଭଲ ଭାବରେ ଗୋଳାଇ ରଖନ୍ତୁ। କରେଇରେ ତେଲ ଗରମ କରି ପିଆଜ ପକାଇ ଭାଜି ରଖନ୍ତୁ। ପିଆଜ ଅଳ୍ପ ଭାଜି ହୋଇଗଲା ପରେ ଲୁଣ ହଳଦୀ ଗୋଳା ଚିକେନ୍‌ ପକାଇ କଷନ୍ତୁ। ଚିକେନ ଅଳ୍ପ କଷି ହୋଇଗଲେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ, ଗରମ ମସଲା, ଗୋଟା ରସୁଣ ପକାଇ ଘାଣ୍ଟନ୍ତୁ।

ଚିକେନରେ ମସଲା ଭଲ ଭାବେ ମିଶି ଯିବା ପରେ ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ପ୍ରତି ୪ରୁ ୫ ମିନିଟ୍‌ ବ୍ୟବଧାନରେ ଚିକେନକୁ ଗୋଳାଇ ଦିଅନ୍ତୁ। ଏହାପରେ ପ୍ରସ୍ତୁତ ହୋଇଯିବ ଗୋଟା ରସୁଣ ଚିକେନ ଲଟପଟ।

The post ଗୋଟା ରସୁଣ ଚିକେନ ଲଟପଟ appeared first on Odisha Reporter.



from Odisha Reporter https://ift.tt/3plJfiT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages