ନକ୍ସା ଅଙ୍କନକାରୀଙ୍କ ଘରେ ପଶିଲା ଭିଜିଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 20, 2020

ନକ୍ସା ଅଙ୍କନକାରୀଙ୍କ ଘରେ ପଶିଲା ଭିଜିଲାନ୍ସ

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଭିଜିଲାନ୍ସ ଜାଲରେ ନକ୍ସା ଅଙ୍କନକାରୀ। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ସ୍ୱତନ୍ତ୍ର ଯୋଜନା ଅଧିକାରୀଙ୍କ କାର୍ଯ୍ୟାଳୟର ନକ୍ସା ଅଙ୍କନକାରୀ ଜୀବଦିଶ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି।

ତାଙ୍କର ଆଦର୍ଶପଡ଼ା ସ୍ଥିତ ନିଜ ଘର ସହିତ ସଂର୍ପକୀୟଙ୍କ ଘର ଓ କଲେଜ ଛକ ସ୍ଥିତ ଅଫିସରେ ଚଢ଼ଉ କରିଛି ଭିଜିଲାନ୍ସ। ସେହିପରି ପୁଇଁନ୍ତଲା ବ୍ଲକ ଶିକାବେହେଙ୍ଗା ଗାଁରେ ଥିବା ତାଙ୍କ ପୈତୃକ ଘରେ ବି ଭିଜିଲାନ୍ସର ଏକ ଟିମ୍ ଚଢ଼ଉ କରିଛି।

ସମ୍ୱଲପୁର, ସୋନପୁର ଓ ବଲାଙ୍ଗିର ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଚଢ଼ଉ ଜାରି ରହିଛି।

The post ନକ୍ସା ଅଙ୍କନକାରୀଙ୍କ ଘରେ ପଶିଲା ଭିଜିଲାନ୍ସ appeared first on Odisha Reporter.



from Odisha Reporter https://ift.tt/3mCUOAD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages