ଭିଜିଲାନ୍ସ ଜାଲରେ ଅଙ୍ଗନବାଡି କର୍ମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 22, 2020

ଭିଜିଲାନ୍ସ ଜାଲରେ ଅଙ୍ଗନବାଡି କର୍ମୀ

ପୁରୀ (ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ଫସିଲେ ଅଙ୍ଗନବାଡି କର୍ମୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ହାଟସାହି ଗାଁର ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ତାଙ୍କ ପୌତୃକ ଘର ସମେତ  ହାତୀଶାଳରେ ଥିବା ୪ ମହଲା ବିଲ୍ଡିଂ, ସଙ୍ଗମ ମୌଜା ମଙ୍ଗଳା ହାଟରେ ଥିବା ଅଟା ମିଲ, ବାଲି ସାହିରେ ଥିବା ଅଙ୍ଗନବାଡି କେନ୍ଦ୍ର ତଥା ଡେଲାଙ୍ଗ ହାଟ ସାହିରେ ଥିବା ଶ୍ୱଶୁର ଘରେ ଏକକାଳୀନ ଭିଜିଲାନ୍ସ ରେଡ କରିଛି । ସନ୍ଧ୍ୟାରାଣୀ ଏବେ ପୁରୀ ବାଶେଳିସାହିର ଅକ୍ଷୟଧଶନ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀ ଭାବେ କାମ କରୁଛନ୍ତି ।

The post ଭିଜିଲାନ୍ସ ଜାଲରେ ଅଙ୍ଗନବାଡି କର୍ମୀ appeared first on Odisha Reporter.



from Odisha Reporter https://ift.tt/3mJPFGW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages