ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ୪ଟି ସ୍ଥାନରେ ଚାଲିଛି ରେଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 1, 2020

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ୪ଟି ସ୍ଥାନରେ ଚାଲିଛି ରେଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପୁଣି ଥରେ ପଡ଼ିଲେ ସରକାରୀ ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର  ବରିଷ୍ଠ କିରାଣି ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ରେଡ ହୋଇଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସଂଯୁକ୍ତା ଦାଶଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ରେଡ୍ ହୋଇଛି । ଜଗତସିଂହପୁର କାର୍ଯ୍ୟାଳୟ, ସାତପୁରାରେ ଥିବା ଘର, ଜଗତସିଂହପୁର ଟାଉନରେ ୨ ମହଲା ଘର, କଟକରେ ଥିବା ଫ୍ଲାଟ ଘରେ ବି ରେଡ୍ ହୋଇଛି। ଭିଜିଲାନ୍ସ ଟିମ୍ କିଛି ଦସ୍ତାବିଜ୍, ବ୍ୟାଙ୍କ ଆକାଉଣ୍ଟ ସମ୍ପର୍କିତ ତଥ୍ୟ, ଫ୍ଲାଇଟ ଟିକେଟ ସଂଗ୍ରହ କରି ତଦନ୍ତ ଜାରି ରଖିଥିବା ଭିଜିଲାନ୍ସ ଇନ୍ସପେକ୍ଟର କହିଛନ୍ତି।  ।

The post ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ୪ଟି ସ୍ଥାନରେ ଚାଲିଛି ରେଡ appeared first on Odisha Reporter.



from Odisha Reporter https://ift.tt/3lrZlVF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages