ହାତୀ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 5, 2020

ହାତୀ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ଟ୍ରେନ ଧକ୍କାରେ ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସମ୍ବଲପୁର ଡିଆର୍‌ଏମ୍‌। ତାଙ୍କ ନିର୍ଦ୍ଦେଶ ପାଇବା ପରେ ବିଭାଗୀୟ ଅଧିକାରୀମାନେ ଘଟଣାର ଖୋଳତାଡ଼ ଆରମ୍ଭ କରିଛନ୍ତି।

ଗତକାଲି ସନ୍ଧ୍ୟାରେ ସମ୍ବଲପୁର ଜିଲ୍ଲାର ଯୁଯୁମୁରା-ହାତୀବାରୀ ରେଳ ଧାରଣା ନିକଟରେ ଥିବା ଗରଗଡ଼ବାହାଲରେ ଏକ ହାତୀର ମୃତଦେହ ପଡ଼ିଥିବା ଲୋକେ ଦେଖିଥିଲେ। ଏ ନେଇ ଯୁଯୁମୁରା ଷ୍ଟେସନକୁ ଖବର ଦିଆଯାଇଥିଲା।

ଭୁବନେଶ୍ୱର-ରାଉରକେଲା ଇନ୍ଟରସିଟି ଟ୍ରେନ୍‌ ଧକ୍କାରେ ହାତୀଟିର ମୃତ୍ୟୁ ଘଟିଥିବା ନେଇ ଅନୁମାନ କରାଯାଉଛି। ଖବର ପାଇବା ପରେ ଉଭୟ ରେଳବାଇ ଓ ବନ ବିଭାଗର ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଏହା ପରେ ଡିଆର୍‌ଏମ୍‌ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

The post ହାତୀ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ appeared first on Odisha Reporter.



from Odisha Reporter https://ift.tt/3lM1bAY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages