ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 2, 2020

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ମୁରିବାହାର ରେଂଜର ପ୍ରଶାନ୍ତ ନାୟକଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି ।

ଟିଟିଲାଗଡ଼ ହାଟପଦାସ୍ଥିତ ଘର, ମୁରିବାହାଲ ରେଞ୍ଜ ଅଫିସ୍ ଓ ବେଲପଦର ଫାର୍ମ ହାଉସ୍‌ରେ ରେଡ୍ କରାଯାଇଛି  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଏହି ରେଡ୍।

The post ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ appeared first on Odisha Reporter.



from Odisha Reporter https://ift.tt/2JkX3Ll

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages