ଜଳିଗଲା କୋଇଲା ବୋଝେଇ ଟ୍ରକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 26, 2021

ଜଳିଗଲା କୋଇଲା ବୋଝେଇ ଟ୍ରକ୍

ରାୟଗଡ଼ା(ମନୋଜ ପାତ୍ର): ଜଳିଗଲା କୋଇଲା ବୋଝେଇ ଟ୍ରକ୍ । ରାୟଗଡ଼ା ଜିଲ୍ଲା ଶେଷଖାଲ ଥାନା ଅନ୍ତର୍ଗତ ପ୍ରତାପପୁର ନିକଟରେ ଏକ କୋଇଲା ବୋଝେଇ ଟ୍ରକ ଜଳିଯାଇଛି । ନିଆଁ ଲାଗିବା ଦେଖି ଡ୍ରାଇଭର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

ରାୟଗଡ଼ା ଅଗ୍ନିଶମ ବାହିନୀ ଓ ଶେଷଖାଲ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ କୋଇଲା ସମେତ ଟ୍ରକ୍ର ଅଧିକାଂଶ ଭାଗ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ । ଟ୍ରକ୍‌ଟି ବିଶାଖାପାଟଣାରୁ କୋଇଲା ନେଇ ରାୟଗଡ଼ା ଆସୁଥିଲା । ଅଗ୍ନିକାଣ୍ଡ ପାଇଁ କିଛି ସମୟ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିବା ବେଳେ ଏବେ ସ୍ୱାଭାବିକ ହୋଇଥିବା ଜଣାଯାଇଛି।

The post ଜଳିଗଲା କୋଇଲା ବୋଝେଇ ଟ୍ରକ୍ appeared first on Odisha Reporter.



from Odisha Reporter https://ift.tt/2Mq56Yg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages