ପୁରୀରୁ ୨୦ ଲକ୍ଷର ବ୍ରାଉନସୁଗର ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 6, 2021

ପୁରୀରୁ ୨୦ ଲକ୍ଷର ବ୍ରାଉନସୁଗର ଜବତ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀରେ ଚାଲିଛି ବେଧଡକ ନିଶା କାରବାର। ଆଜି ପୁରୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି। ସିଦ୍ଧ ମହାବୀର ଲେବୁଲ କ୍ରସିଂରୁ ୨୦୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ଅବକାରୀ ବିଭାଗ । ଯାହାର ମୂଲ୍ୟ ଅନୁମାନିକ ୨୦ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ୨ ବ୍ରାଉନସୁଗର ବେପାରୀଙ୍କୁ ଗିରଫ ମଧ୍ୟ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଶିବ ପ୍ରସାଦ ବେହେରା ଓ ରଘୁନାଥ ଦାସ ।

ସୂଚନା ଯୋଗ୍ୟ ଯେ ପୁରୁଷୋତ୍ତମ ଏକ୍ସପ୍ରେସ ଟ୍ରେନ୍‌ ଯୋଗେ ବାଲେଶ୍ୱରରୁ ଧଳା ଜହର ଚାଲାଣ ହେଉଥିଲେ । ଏହି ସମୟରେ ଅବକାରୀ ବିଭାଗ ଖବର ପାଇ ଚଢ଼ାଉ କରି ସିଦ୍ଧମହାବୀର ରେଳଫାଟକଠାରୁ ବ୍ରାଉନସୁଗାର ଜବତ କରିବା ସହ ଦୁଇ ବେପାରୀଙ୍କୁ ଗିରଫ କରିଛି ।

The post ପୁରୀରୁ ୨୦ ଲକ୍ଷର ବ୍ରାଉନସୁଗର ଜବତ appeared first on Odisha Reporter.



from Odisha Reporter https://ift.tt/3hOL4Cp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages